Amos 5:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଏହା ମଧ୍ଯ କହନ୍ତି: ଲୋକମାନେ ଦ୍ରାକ୍ଷାକ୍ଷେତ୍ର ରେ କ୍ରନ୍ଦନ କରିବେ। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ଅତିକ୍ରମ କରିବା ଏବଂ ତୁମ୍ଭଙ୍କୁ ଦଣ୍ତ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦ୍ରାକ୍ଷାକ୍ଷେତ୍ରସକଳରେ ହାହାକାର ଶଦ୍ଦ ହେବ; କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଏହା ମଧ୍ୟ କହନ୍ତି: “ଲୋକମାନେ ଦ୍ରାକ୍ଷାକ୍ଷେତ୍ରରେ କ୍ରନ୍ଦନ କରିବେ। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଅତିକ୍ରମ କରିବା ଏବଂ ତୁମ୍ଭଙ୍କୁ ଦଣ୍ତ ଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;” “କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ; କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।