Amos 5:18 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ କେତକେ ସଦାପ୍ରଭୁଙ୍କର ବିଶଷଦେିନ ପାଇଁ ଅପେକ୍ଷା କରିଛ। କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ। ସଦାପ୍ରଭୁଙ୍କର ସହେି ବିଶଷଦେିବସଟି କବଳେ ଗ୍ଭରିଆଡୁ ଅନ୍ଧକାର ଆଣିବ, ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀ-ମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ କେତେକ ସଦାପ୍ରଭୁଙ୍କର ବିଶେଷଦିନ ପାଇଁ ଅପେକ୍ଷା କରିଛ। କିନ୍ତୁ ତୁମ୍ଭେ ଅପେକ୍ଷା କରିବା ଉଚିତ୍ ନୁହଁ। ସଦାପ୍ରଭୁଙ୍କର ସେହି ବିଶେଷ ଦିବସଟି କେବଳ ଗ୍ଭରିଆଡ଼ୁ ଅନ୍ଧକାର ଆଣିବ, ତୁମ୍ଭେ ଆଶା କରିଥିବା ଆଲୋକକୁ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।