Amos 5:19 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହବେ, ଯବେେ ତବେଳେେ ଜଣେ ବ୍ଯକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ବାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥ ରେ ହାତ ରଖି ବିଶ୍ରାମ ନବୋ ସମୟରେ ଦନ୍ତଘାତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେ ଦିନ ତତ୍ତୁଲ୍ୟ) ଯିରି. ୪୮:୪୪
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହେବ, ଯେବେ ତେବେଳେ ଜଣେ ବ୍ୟକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ୱାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥରେ ହାତ ରଖି ବିଶ୍ରାମ ନେବା ସମୟରେ ଦନ୍ତଘାତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
Odia IRV 2017 (ଓଡିଆ ବାଇବେଲ)
କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)