Amos 5:2 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର କୁମାରୀ ପଡିୟାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡି ରହିଛି। ସହେି ମଇଳାରୁ ତାକୁ ଉଠାଇବାକୁ କହେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୁମିରେ ପକା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର କୁମାରୀ ପଡ଼ିଯାଇଛି ଏବଂ ସେ ଆଉ ଉଠିପାରିବ ନାହିଁ। ସେ ଏକାକିନୀ ପଡ଼ି ରହିଛି। ସେହି ମଇଳାରୁ ତାକୁ ଉଠାଇବାକୁ କେହି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର କୁମାରୀ ପତିତ ହୋଇଅଛି, ସେ ଆଉ ଉଠିବ ନାହିଁ; ସେ ଆପଣା ଭୂମିରେ ଫିଙ୍ଗା ଯାଇଅଛି; ତାହାକୁ ଉଠାଇବାକୁ କେହି ନାହିଁ।