Amos 5:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ବିଶଷଦେିନଟି ଆନନ୍ଦର ଦିନ ନ ହାଇେ ଦୁଃଖମଯ ହବେ। ଏହା ଆଲୋକିତ ନ ହାଇେ ଅନ୍ଧକାର ପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ନୋହିବ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ନୋହିବ?
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ବିଶେଷଦିନଟି ଆନନ୍ଦର ଦିନ ନ ହୋଇ ଦୁଃଖମୟ ହେବ। ଏହା ଆଲୋକିତ ନ ହୋଇ ଅନ୍ଧକାର ପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ଦିନ ଦୀପ୍ତିମୟ ନ ହୋଇ କି ଅନ୍ଧକାରମୟ ହେବ ନାହିଁ? ତହିଁରେ କିଛି ଆଲୁଅ ନ ଥାଇ କି ଘୋର ଅନ୍ଧକାରମୟ ହେବ ନାହିଁ?