Amos 5:21 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ଯ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ନୋହିବା।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲୀୟଙ୍କ ଉପାସନାକୁ ପ୍ରତ୍ୟାଖ୍ୟାନ କଲେ “ଆମ୍ଭେ ତୁମ୍ଭମାନଙ୍କର ପର୍ବ ଦିନକୁ ଘୃଣା କରୁ। ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ଧାର୍ମିକ ମହାସଭାକୁ ଗ୍ରହଣ କରୁ ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ଆମ୍ଭେ ତୁମ୍ଭମାନଙ୍କର ପର୍ବସବୁ ଘୃଣା କରୁ, ଆମ୍ଭେ ତାହା ତୁଚ୍ଛ ଜ୍ଞାନ କରୁ, ଆମ୍ଭେ ତୁମ୍ଭମାନଙ୍କର ମହାସଭାରେ କିଛି ସନ୍ତୁଷ୍ଟ ହେବା ନାହିଁ।