Amos 5:22 — Compare Translations

5 translations compared side by side

Odia - 1840
"ଏପରିକି ତୁମ୍ଭେ ହାମବେଳି ଓ ଭୈକ୍ଷ୍ଯ ନବୈେଦ୍ଯ ଅର୍ପଣ କଲେ ହେଁ ଆମ୍ଭେ ସଗେୁଡିକୁ ଗ୍ରହଣ କରିବା ନାହିଁ। ଆଉ ମଧ୍ଯ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ଯ ପୁଷ୍ଟ ପଶୁଗଣ ପ୍ରତି ଆମ୍ଭେ ଦୃଷ୍ଟି ଦବୋ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କଲେ ହେଁ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରିକି ତୁମ୍ଭେ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଅର୍ପଣ କଲେ ହେଁ ଆମ୍ଭେ ସେଗୁଡ଼ିକୁ ଗ୍ରହଣ କରିବା ନାହିଁ। ଆଉ ମଧ୍ୟ ମଙ୍ଗଳ ବିଧାନ ପାଇଁ ବଳି ଯୋଗ୍ୟ ପୁଷ୍ଟ ପଶୁଗଣ ପ୍ରତି ଆମ୍ଭେ ଦୃଷ୍ଟି ଦେବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।