Amos 5:23 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ସହେି ଉଚ୍ଚସ୍ବର ସଙ୍ଗୀତ ବନ୍ଦ କର। କାରଣ ଆମ୍ଭେ ସଗେୁଡିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡିକ ଦୁର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର ଗୋଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ସେହି ଉଚ୍ଚସ୍ୱର ସଙ୍ଗୀତ ବନ୍ଦ କର। କାରଣ ଆମ୍ଭେ ସେଗୁଡ଼ିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡ଼ିକ ଦୂର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭ ନିକଟରୁ ତୁମ୍ଭମାନଙ୍କ ଗାୟନର କୋଳାହଳ ଦୂର କର; କାରଣ ଆମ୍ଭେ ତୁମ୍ଭମାନଙ୍କ ନେବଲ ଯନ୍ତ୍ରର ବାଦ୍ୟ ଶୁଣିବା ନାହିଁ।