Amos 5:24 — Compare Translations

5 translations compared side by side

Odia - 1840
"ତୁମ୍ଭର ନ୍ଯାଯ ବିଗ୍ଭରଧାରା ପ୍ରବାହିତ ଜଳ ସଦୃଶ ହବୋ ଉଚିତ୍ ଏବଂ ଧାର୍ମିକତା ଗୋଟିଏ ଝରଣା ପରି ହବୋ ଉଚିତ୍। ଯାହା କବେେ ଶୁଖେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ନ୍ୟାୟ ବିଗ୍ଭରଧାରା ପ୍ରବାହିତ ଜଳ ସଦୃଶ ହେବା ଉଚିତ୍ ଏବଂ ଧାର୍ମିକତା ଗୋଟିଏ ଝରଣା ପରି ହେବା ଉଚିତ୍। ଯାହା କେବେ ଶୁଖେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନ୍ୟାୟବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନ୍ୟାୟ ବିଚାର ଜଳରାଶି ତୁଲ୍ୟ ଓ ଧାର୍ମିକତା ପ୍ରବଳ ସ୍ରୋତ ତୁଲ୍ୟ ବହିଯାଉ।