Amos 5:25 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲୀୟମାନେ, ତୁମ୍ଭମାନେେ ଦୀର୍ଘ ଗ୍ଭଳିଶ ବର୍ଷ ମରୁଭୂମିରେ ଥିଲା ବେଳେ ତୁମ୍ଭର ସବୋ ଓ ବଳିଦାନ ଆମ୍ଭକୁ ଦଇେଥିଲ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲୀୟମାନେ, ତୁମ୍ଭେମାନେ ଦୀର୍ଘ ଗ୍ଭଳିଶ୍ ବର୍ଷ ମରୁଭୂମିରେ ଥିଲା ବେଳେ ତୁମ୍ଭର ସେବା ଓ ବଳିଦାନ ଆମ୍ଭକୁ ଦେଇଥିଲ କି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ?