Amos 5:26 — Compare Translations
5 translations compared side by side
Odia - 1840
"ତୁମ୍ଭେ ସିକୂତକୁ ତୁମ୍ଭର ରାଜା ରୂପେ ଏବଂ କାଯନଙ୍କୁ ତୁମ୍ଭର 'ତାରକା ସଦାପ୍ରଭୁ' ରୂପେ ତୁମ୍ଭେ ନିଜେ ତିଆରି କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବର ତାରାକୁ ବହିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସିକୂତକୁ ତୁମ୍ଭର ରାଜା ରୂପେ ଏବଂ କୀୟନଙ୍କୁ ତୁମ୍ଭର ତାରକା ସଦାପ୍ରଭୁ ରୂପେ ତୁମ୍ଭେ ନିଜେ ତିଆରି କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ।