Amos 5:27 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା। ସର୍ବଶକ୍ତିମାନ ପରମେଶ୍ବର ଏହି କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦାମାସ୍କସ୍ର ସେପାରିକି ଗମନ କରାଇବା, ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଦମ୍ମେଶକ ସହରର ବହୁତ ଦୂରକୁ ବନ୍ଦୀକରି ନିର୍ବାସିତ କରାଇବା।” ସର୍ବଶକ୍ତିମାନ ପରମେଶ୍ୱର ଏହି କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା। ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।
Odia IRV 2017 (ଓଡିଆ ବାଇବେଲ)
ଏଥିନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ବାସାର୍ଥେ ଦମ୍ମେଶକର ଅପର ପାରିକୁ ଗମନ କରାଇବା।” ଏହା ସଦାପ୍ରଭୁ କହନ୍ତି, ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ।