Amos 5:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରଭୁ ଏହି ବାକ୍ଯ କୁହନ୍ତି: ସହରରୁ ବାହାରକୁ ୟାଇଥିବା ଏକ ହଜାର ମଧ୍ଯରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ଯରୁ ମାତ୍ର ଦଶଜଣ ପ୍ରତ୍ଯାବର୍ତ୍ତନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ,ତହିଁରେ ଇସ୍ରାଏଲ ବଂଶର ଏକଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ ଏହି ବାକ୍ୟ କୁହନ୍ତି: “ସହରରୁ ବାହାରକୁ ଯାଇଥିବା ଏକ ହଜାର ମଧ୍ୟରୁ ଏକଶହ ଅବଶିଷ୍ଟ ରହିବେ, ଏବଂ ଏକଶହ ବାହାରିଥିବା ମଧ୍ୟରୁ ମାତ୍ର ଦଶ ଜଣ ପ୍ରତ୍ୟାବର୍ତ୍ତନ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।”
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ନଗରରୁ ସହସ୍ର ହୋଇ ବାହାରିଲେ, ତହିଁରେ ଇସ୍ରାଏଲ ବଂଶର ଏକ ଶହ ଅବଶିଷ୍ଟ ରହିବେ, ଆଉ ଯେଉଁ ସ୍ଥାନରୁ ଏକ ଶହ ବାହାରିଲେ, ତହିଁରେ ଦଶ ଅବଶିଷ୍ଟ ରହିବେ।”