Amos 5:4 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲକୁ ସଦାପ୍ରଭୁ ଏହାହିଁ କୁହନ୍ତି: ଆସ, ଆମ୍ଭର ଅନୁସନ୍ଧାନ କର ଏବଂ ବଞ୍ଚ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲକୁ ଫେରିବାକୁ ଉତ୍ସାହିତ କରନ୍ତି ଇସ୍ରାଏଲକୁ ସଦାପ୍ରଭୁ ଏହା ହିଁ କୁହନ୍ତି: “ଆସ, ଆମ୍ଭର ଅନୁସନ୍ଧାନ କର ଏବଂ ବଞ୍ଚ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।