Amos 5:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଅନ୍ବଷେଣ କର ଓ ବଞ୍ଚି ରୁହ। ତୁମ୍ଭେ ଯଦି ସଦାପ୍ରଭୁଙ୍କ ନିକଟକୁ ନ ୟିବ ତାହା ହେଲେ ଗୋଟିଏ ଅଗ୍ନି ସଞ୍ଚାର ହବେ ଏବଂ ସହେି ଅଗ୍ନି ଯୋଷଫଙ୍କେ ଗୃହକୁ ଧ୍ବଂସ କରିବ ଏବଂ କୌଣସି ବ୍ଯକ୍ତି ବୈଥଲ ରେ ସେ ଅଗ୍ନିକୁ ଲିଭାଇ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ-ବଂଶରେ ଅଗ୍ନି ପରି ଜ୍ଵଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ନିଭାଇବା ପାଇଁ ବୈଥେଲ୍ରେ କେହି ନ ଥିବ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଅନ୍ୱେଷଣ କର ଓ ବଞ୍ଚି ରୁହ। ତୁମ୍ଭେ ଯଦି ସଦାପ୍ରଭୁଙ୍କ ନିକଟକୁ ନ ଯିବ ତାହାହେଲେ ଗୋଟିଏ ଅଗ୍ନି ସଞ୍ଚାର ହେବ ଏବଂ ସେହି ଅଗ୍ନି ଯୋଷେଫଙ୍କ ଗୃହକୁ ଧ୍ୱଂସ କରିବ ଏବଂ କୌଣସି ବ୍ୟକ୍ତି ବୈଥଲରେ ସେ ଅଗ୍ନିକୁ ଲିଭାଇ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍ରେ କେହି ନ ଥିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ଅନ୍ଵେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ; ନୋହିଲେ ସେ ଯୋଷେଫ ବଂଶରେ ଅଗ୍ନି ପରି ଜ୍ୱଳି ଉଠିବେ, ତାହା ଗ୍ରାସ କରିବ ଓ ତାହା ଲିଭାଇବା ପାଇଁ ବେଥେଲ୍ରେ କେହି ନ ଥିବ।