Amos 5:7 — Compare Translations

5 translations compared side by side

Odia - 1840
"ପରମେଶ୍ବର କୃତ୍ତିକାକାର ଓ ମୃଗଶୀର୍ଷ ସୃଷ୍ଟି କଲେ। ସେ ଅନ୍ଧକାରକୁ ପ୍ରଭାତ ଆଲୋକରେ ପରିଣତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବିଚାରକୁ ନାଗଦଅଣାରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍କାରୀମାନେ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କୃତ୍ତିକାକାର ଓ ମୃଗଶୀର୍ଷ ସୃଷ୍ଟି କଲେ। ସେ ଅନ୍ଧକାରକୁ ପ୍ରଭାତ ଆଲୋକରେ ପରିଣତ କଲେ। ସେ ମଧ୍ୟ ଦିନକୁ ରାତ୍ରିରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ୱାନ କରନ୍ତି ଓ ପୃଥିବୀ ଉପରେ ଢାଳନ୍ତି। ତାଙ୍କର ନାମ ଯିହୋବାଃ। ସେ କୌଣସି ଶକ୍ତିଶାଳୀ ନଗରକୁ ବା ଦୁର୍ଗକୁ ଧ୍ୱଂସ କରି ପାରନ୍ତି।” ଇସ୍ରାଏଲୀୟମାନେ ମନ୍ଦକାର୍ଯ୍ୟସବୁ କଲେ ତୁମ୍ଭେମାନେ ଅମୃତକୁ ବିଷରେ ପରିଣତ କରିଛ। ଧାର୍ମିକତାର ଅଧଃପତନ ପାଇଁ ତୁମ୍ଭେମାନେ ଦାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;
Odia IRV 2017 (ଓଡିଆ ବାଇବେଲ)
ବିଚାରକୁ ତିକ୍ତ ଫଳରେ ପରିଣତକାରୀ ଓ ନ୍ୟାୟକୁ ଭୂମିସାତ୍‍କାରୀମାନେ;