Amos 5:8 — Compare Translations
4 translations compared side by side
Odia - 1840
"ସେ ମଧ୍ଯ ଦିନକୁ ରାତ୍ରି ରେ ପରିଣତ କଲେ। ସେ ସାଗର ଜଳକୁ ଆହ୍ବାନ କରନ୍ତି ଓ ପୃଥିବୀ ଉପ ରେ ଢାଳନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ଵାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର, ସଦାପ୍ରଭୁ ତାହାଙ୍କର ନାମ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର। ସଦାପ୍ରଭୁ ତାହାଙ୍କର ନାମ।
Odia IRV 2017 (ଓଡିଆ ବାଇବେଲ)
ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର।” ସଦାପ୍ରଭୁ ତାହାଙ୍କର ନାମ।