Amos 5:9 — Compare Translations
4 translations compared side by side
Odia - 1840
"ତାଙ୍କର ନାମ ଯିହାବୋଃ। ସେ କୌଣସି ଶକ୍ତିଶାଳୀ ନଗରକୁ ବା ଦୁର୍ଗକୁ ଧ୍ବଂସ କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବଳବାନର ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବଳବାନ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେ ବଳବାନ ଉପରେ ହଠାତ୍ ସର୍ବନାଶ ଉପସ୍ଥିତ କରାନ୍ତି, ତହିଁରେ ଦୁର୍ଗ ଉପରେ ସର୍ବନାଶ ଉପସ୍ଥିତ ହୁଏ।
Recommended Reading