Amos 6:1 — Compare Translations
5 translations compared side by side
Odia - 1840
"ହେ ସିଯୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ ଏବଂ ଶମରିଯା ପର୍ବତ ଉପ ରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହବେ। ତୁମ୍ଭମାନେେ ମହାନ୍ ଦେଶର ପ୍ରଧାନ ଗଣ। ଇଶ୍ରାୟେଲର ଗୃହ ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁ-ମାନଙ୍କ ନିକଟକୁ ଇସ୍ରାଏଲ-ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରୁ ସୁଦିନ କାଢ଼ି ନିଆଯିବ ହେ ସିୟୋନର ଲୋକମାନେ, ଯେଉଁମାନେ ତୁମ୍ଭର ଦୁଃଖ ନାହିଁ ବୋଲି କହୁଛ ଏବଂ ଶମରିୟା ପର୍ବତ ଉପରେ ଥିବା ନିବାସୀ ଯେଉଁମାନେ ନିଜକୁ ନିରାପଦ ମନେ କରୁଛ, ତୁମ୍ଭମାନଙ୍କ ପାଇଁ ଏହା ଅତି ମନ୍ଦ ହେବ। ତୁମ୍ଭେମାନେ ମହାନ ଦେଶର ପ୍ରଧାନଗଣ। “ଇସ୍ରାଏଲର ଗୃହ” ତୁମ୍ଭମାନଙ୍କର ଉପଦେଶ ପାଇଁ ତୁମ୍ଭମାନଙ୍କ ପାଖକୁ ଆସୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ନାନା ପ୍ରଧାନ ଗୋଷ୍ଠୀ ମଧ୍ୟରେ ପ୍ରସିଦ୍ଧ, ଯେଉଁମାନଙ୍କ ନିକଟକୁ ଇସ୍ରାଏଲ ବଂଶ ଆସନ୍ତି, ଏପରି ଯେ ସିୟୋନସ୍ଥ ସୁଖରେ ଥିବା ଲୋକମାନେ ଓ ଶମରୀୟା ପର୍ବତସ୍ଥ ନିରାପଦରେ ଥିବା ଲୋକମାନେ, ସେମାନେ ସନ୍ତାପର ପାତ୍ର!