Amos 6:10 — Compare Translations
5 translations compared side by side
Odia - 1840
"ଯେତବେେଳେ ଜଣେ ଲୋକ ମରିବ, ଜଣେ ସମ୍ପକୀଯ ମୃତ ଶରୀରକୁ ନଇେ ଦାହ ଦବୋ ପାଇଁ ଆସିବ। ଏବଂ ସେ ଘର ମଧିଅରେ ଅନ୍ୟ କିଏ ଅଛି ବୋଲି ପଗ୍ଭରିବ। ଘର ଭିତ ରେ ଥିବା ଲୋକଟି ଉତ୍ତର କରିବ, ନା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, ଏବେ ହେଁ ତୁମ୍ଭର କି ଆଉ କିଏ ଅଛି? ତେବେ ସେ କହିବ, ନାହିଁ; ସେତେବେଳେ ସେ କହିବ, ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଜଣେ ଲୋକ ମରିବ, ଜଣେ ସମ୍ପର୍କୀୟ ମୃତ ଶରୀରକୁ ନେଇ ଦାହ ଦେବା ପାଇଁ ଆସିବ। ଏବଂ “ସେ ଘର ମଧ୍ୟରେ ଅନ୍ୟ କିଏ ଅଛି ବୋଲି ପଗ୍ଭରିବ।” ଘର ଭିତରେ ଥିବା ଲୋକଟି ଉତ୍ତର କରିବ, “ନା”, ତା’ପରେ ସେହି ବ୍ୟକ୍ତି ତୁନି ହୁଅ ବୋଲି କହିବ। କାରଣ “ଆମ୍ଭେମାନେ ସଦାପ୍ରଭୁଙ୍କର ନାମ ଉଚ୍ଚାରଣ କରିବାର ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଗୃହ ମଧ୍ୟରୁ ଅସ୍ଥିସକଳ ବାହାର କରି ଆଣିବା ପାଇଁ କୌଣସି ଲୋକର ପିତୃବ୍ୟ, ଶବଦାହକାରୀ ତାହାକୁ ଉଠାଇଲା ଉତ୍ତାରେ ଗୃହର ଅନ୍ତରସ୍ଥ ଲୋକକୁ ପଚାରିବ, “ଏବେ ହେଁ ତୁମ୍ଭର କି ଆଉ କିଏ ଅଛି?” ତେବେ ସେ କହିବ, “ନାହିଁ।” ସେତେବେଳେ ସେ କହିବ, “ତୁନି ହୁଅ; କାରଣ ସଦାପ୍ରଭୁଙ୍କର ନାମ ଆମ୍ଭମାନଙ୍କର ଉଚ୍ଚାରଣ କରିବାର ନୁହେଁ।”
Odia IRV 2017 (ଓଡିଆ ବାଇବେଲ)