Amos 6:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବର ଆଦେଶ ଦବେେ, ଦେଖ ବଡ ଗୃହଗୁଡିକ ଖଣ୍ତ ବିଖଣ୍ତିତ ହବେ ଏବଂ କ୍ଷୁଦ୍ର ଗୃହଗୁଡିକ େଛାଟ େଛାଟ ଖଣ୍ତ ରେ ପରିଣତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଆଦେଶ ଦେବେ, ଦେଖ ବଡ଼ ଗୃହଗୁଡ଼ିକ ଖଣ୍ତ ବିଖଣ୍ତିତ ହେବ ଏବଂ କ୍ଷୁଦ୍ର ଗୃହଗୁଡ଼ିକ ଛୋଟ ଛୋଟ ଖଣ୍ଡରେ ପରିଣତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।