Amos 6:12 — Compare Translations
5 translations compared side by side
Odia - 1840
"ଅଶ୍ବମାନେ ଢଲୋ ପଥରଗୁଡିକ ଉପ ରେ ଦୌଡିବେ କି? ଆଉ ମଧ୍ଯ କୌଣସି ଲୋକ ବଳଦମାନଙ୍କୁ ସମୁଦ୍ର ରେ ହଳ କରିବା ରେ ବ୍ଯବହାର କରନ୍ତି?କିନ୍ତୁ ତୁମ୍ଭେ ସବୁ ଜିନିଷ ତଳ ଉପର ପରିବର୍ତ୍ତନ କରିଛ। ତୁମ୍ଭେ ଧାର୍ମିକକୁ ନାଗ ବିଷ ରେ ପରିଣତ କରିଛ ଏବଂ ଆଉ ଅତି ଉତ୍ତମ ନ୍ଯାଯକୁ ତୀବ୍ର ହଳାହଳ ରେ ପରିଣତ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶ୍ଵଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ନାଗ-ଦଅଣାରେ ପରିଣତ କରିଅଛନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ଅଶ୍ୱମାନେ ଢେଲା ପଥରଗୁଡ଼ିକ ଉପରେ ଦୌଡ଼ିବେ କି? ଆଉ ମଧ୍ୟ କୌଣସି ଲୋକ ବଳଦମାନଙ୍କୁ ସମୁଦ୍ରରେ ହଳ କରିବାରେ ବ୍ୟବହାର କରନ୍ତି? କିନ୍ତୁ ତୁମ୍ଭେ ସବୁ ଜିନିଷ ତଳ ଉପର ପରିବର୍ତ୍ତନ କରିଛ। ତୁମ୍ଭେ ଧାର୍ମିକକୁ ନାଗ ବିଷରେ ପରିଣତ କରିଛ ଏବଂ ଆଉ ଅତି ଉତ୍ତମ ନ୍ୟାୟକୁ ତୀବ୍ର ହଳାହଳରେ ପରିଣତ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;
Odia IRV 2017 (ଓଡିଆ ବାଇବେଲ)
ଅଶ୍ୱଗଣ କି ଶୈଳ ଉପରେ ଦୌଡ଼ିବେ? କେହି ବଳଦ ନେଇ କି ସେଠାରେ ଚାଷ କରିବ? ତୁମ୍ଭେମାନେ ନ୍ୟାୟ ବିଚାରକୁ ବିଷରେ ଓ ଧାର୍ମିକତାର ଫଳକୁ ତିକ୍ତ ଫଳରେ ପରିଣତ କରିଅଛ;