Amos 6:13 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ତୁଚ୍ଛା ରେ ଆନନ୍ଦ କରୁଛ। ଆଉ ତୁମ୍ଭମାନେେ କହୁଛ, ଆମ୍ଭେ ନିଜ ତୁଚ୍ଛା ରେ ଆନନ୍ଦ ଶିଙ୍ଗ ଲାଭ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ ଆପଣା ବଳରେ କି ଶୃଙ୍ଗ ଲାଭ କରି ନାହୁଁ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ତୁଚ୍ଛାରେ ଆନନ୍ଦ କରୁଛ। ଆଉ ତୁମ୍ଭେମାନେ କହୁଛ, “ଆମ୍ଭେ ନିଜ ତୁଚ୍ଛାରେ ଆନନ୍ଦ ଶିଙ୍ଗ ଲାଭ କରିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”