Amos 6:2 — Compare Translations

5 translations compared side by side

Odia - 1840
"ୟାଅ କଲନୀକୁ ଦେଖ, ସହେି ସ୍ଥାନରୁ ମହାନ୍ ନଗର ହମାତକୁ ୟାଅ। ତା'ପ ରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ୟାଅ। ସହେିସବୁ କି ଏହି ରାଜ୍ଯଗୁଡିକ ଅପେକ୍ଷା ଭଲ? ଅବା ସମାନଙ୍କେର ସୀମା କି ତୁମ୍ଭମାନଙ୍କର ରାଜ୍ଯ ଅପେକ୍ଷା ବଡ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କଲନୀକି ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ; ସେସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?
Odia Bible ERV 2004 (ପବିତ୍ର ବାଇବଲ)
ଯାଅ କଲନୀକୁ ଦେଖ, ସେହି ସ୍ଥାନରୁ ମହାନ ନଗର ହମାତକୁ ଯାଅ। ତା’ପରେ ପଲେଷ୍ଟୀୟମାନଙ୍କର ଗାଥ୍ ନଗରକୁ ଯାଅ। ସେହିସବୁ କି ଏହି ରାଜ୍ୟଗୁଡ଼ିକ ଅପେକ୍ଷା ଭଲ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ରାଜ୍ୟ ଅପେକ୍ଷା ବଡ଼।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?
Odia IRV 2017 (ଓଡିଆ ବାଇବେଲ)