Amos 6:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଭାବୁଛ ଦଣ୍ତ ପାଇବାର ଦିନ ବହୁତ ଦୂର ରେ ଅଛି, ସେଥିପାଇଁ ତୁମ୍ଭେ ହିଂସାର ସହିତ ଶାସନ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଭାବୁଛ ଦଣ୍ତ ପାଇବାର ଦିନ ବହୁତ ଦୂରରେ ଅଛି, ସେଥିପାଇଁ ତୁମ୍ଭେ ହିଂସାର ସହିତ ଶାସନ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;