Amos 6:4 — Compare Translations
5 translations compared side by side
Odia - 1840
"ତୁମ୍ଭେ ଗଜଦନ୍ତ ଶୟ୍ଯା ଉପ ରେ ଶଯନ କରୁଛ ଓ ଖଟ ଉପ ରେ ନିଜର ଶରୀରକୁ ଲମ୍ବାଇ ଦେଉଛ। ତୁମ୍ଭମାନେେ ତୁମ୍ଭର ମଷେ ପଲରୁ ମଷେଶାବକର କୋମଳ ମାଂସ ଖାଉଛ ଏବଂ ସମାନଙ୍କେ ଗୁବାଳରୁ ବାଛୁରୀମାନଙ୍କୁ ଆଣୁଛ ଏବଂ ସମାନଙ୍କେୁ ଖାଉଛ। ଏହା ତୁମ୍ଭମାନଙ୍କ ପାଇଁ ବହୁତ ଖରାପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ହସ୍ତୀଦ; ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଗାତ୍ର ଲମ୍ଵାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଗଜଦନ୍ତ ଶଯ୍ୟା ଉପରେ ଶୟନ କରୁଛ ଓ ଖଟ ଉପରେ ନିଜର ଶରୀରକୁ ଲମ୍ବାଇ ଦେଉଛ। ତୁମ୍ଭେମାନେ ତୁମ୍ଭର ମେଷ ପଲରୁ ମେଷଶାବକର କୋମଳ ମାଂସ ଖାଉଛ ଏବଂ ସେମାନଙ୍କ ଗୁହାଳରୁ ବାଛୁରିମାନଙ୍କୁ ଆଣୁଛ ଏବଂ ସେମାନଙ୍କୁ ଖାଉଛ। ଏହା ତୁମ୍ଭମାନଙ୍କ ପାଇଁ ବହୁତ ଖରାପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;