Amos 6:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ବୀଣାବାଦନ କରୁଛ ଏବଂ ଦାଉଦଙ୍କ ପରି ତୁମ୍ଭର ବାଦ୍ଯୟନ୍ତ୍ରଗୁଡିକରେ ଅଭ୍ଯାସ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦର ନ୍ୟାୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ବୀଣାବାଦନ କରୁଛ ଏବଂ ଦାଉଦଙ୍କ ପରି ତୁମ୍ଭର ବାଦ୍ୟଯନ୍ତ୍ରଗୁଡ଼ିକରେ ଅଭ୍ୟାସ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ନେବଲ ଯନ୍ତ୍ରରେ ଅନର୍ଥକ ଗୀତ ଗାନ କରନ୍ତି, ଦାଉଦଙ୍କ ସଦୃଶ୍ୟ ଆପଣାମାନଙ୍କ ନିମନ୍ତେ ନାନା ବାଦ୍ୟଯନ୍ତ୍ର ନିର୍ମାଣ କରନ୍ତି;