Amos 6:8 — Compare Translations
5 translations compared side by side
Odia - 1840
"ମାରେ ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ଯବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର ଏହା ପ୍ରତିଜ୍ଞା କଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ଏହି କଥା କହନ୍ତି; ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ ସଦାପ୍ରଭୁ ନିଜର ପବିତ୍ର ନାମକୁ ବ୍ୟବହାର କଲେ ଓ ଶପଥ ନେଲେ। ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର ଏହା ପ୍ରତିଜ୍ଞା କଲେ, “ଆମ୍ଭେ ଯାକୁବର ଗର୍ବକୁ ଘୃଣା କରୁ। ତା’ର ସୁଦୃଢ଼ ଅଟ୍ଟାଳିକାକୁ ମଧ୍ୟ ଘୃଣା କରୁ। ତେଣୁ ଆମ୍ଭେ ସେହି ନଗରକୁ ଓ ତା’ର ସମସ୍ତ ଜିନିଷକୁ ଶତ୍ରୁ ହସ୍ତରେ ଅର୍ପଣ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ ଆପଣା ନାମରେ ଶପଥ କରିଅଛନ୍ତି, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯାକୁବର ଗୌରବକୁ ଘୃଣା କରୁ ଓ ତାହାର ଅଟ୍ଟାଳିକାସବୁକୁ ତୁଚ୍ଛଜ୍ଞାନ କରୁ; ଏଥିପାଇଁ ଆମ୍ଭେ ନଗର ଓ ତନ୍ମଧ୍ୟସ୍ଥ ଯାବତୀୟକୁ ପର ହସ୍ତରେ ସମର୍ପଣ କରିବା।”
Odia IRV 2017 (ଓଡିଆ ବାଇବେଲ)