Amos 6:9 — Compare Translations

5 translations compared side by side

Odia - 1840
"ସହେି ସମୟରେ ଯଦି ଗୋଟିଏ ଘ ରେ କବଳେ ଦଶଜଣ ଅଛନ୍ତି, ସମାନେେ ସମସ୍ତେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏକ ଗୃହରେ ଯେବେ ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଳ୍ପ କେତେକ ଇସ୍ରାଏଲୀୟ ରକ୍ଷା ପାଇବେ ସେହି ସମୟରେ ଯଦି ଗୋଟିଏ ଘରେ କେବଳ ଦଶ ଜଣ ଅଛନ୍ତି, ସେମାନେ ସମସ୍ତେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏକ ଗୃହରେ ଯଦି ଦଶ ଜଣ ଅବଶିଷ୍ଟ ରହିବେ, ତେବେ ସମସ୍ତେ ମରିବେ।