Amos 7:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ଏହା ଦଖାଇେଲେ। ଦ୍ବିତୀୟବାର ଶସ୍ଯ ଉତ୍ପାଦନ ଆରମ୍ଭ ହବୋ ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ଯ ଅମଳ କଲାପ ରେ ଏହା ଦ୍ବିତୀୟବାର ଶସ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ପଶ୍ଚାତ୍ ଉତ୍ପନ୍ନ ତୃଣ ଅଙ୍କୁରିବାର ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ପଶ୍ଚାତର ତୃଣ ବଢ଼ୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳର ଦର୍ଶନ ସଦାପ୍ରଭୁ ମୋତେ ଏହା ଦେଖାଇଲେ। ଦ୍ୱିତୀୟବାର ଶସ୍ୟ ଉତ୍ପାଦନ ଆରମ୍ଭ ହେବା ସମୟରେ ସେ ପଙ୍ଗପାଳ ସୃଷ୍ଟି କଲେ। ରାଜା ପ୍ରଥମବାର ଶସ୍ୟଅମଳ କଲାପରେ ଏହା ଦ୍ୱିତୀୟବାର ଶସ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସଦାପ୍ରଭୁ ମୋତେ ଏରୂପ ଦେଖାଇଲେ; ଆଉ ଦେଖ, ବିଳମ୍ବରେ ଉତ୍ପନ୍ନ ତୃଣ ଅଙ୍କୁରିବା ଆରମ୍ଭରେ ସେ ପଙ୍ଗପାଳମାନଙ୍କୁ ଗଢ଼ିଲେ ଓ ଦେଖ, ରାଜାଙ୍କ ତୃଣ କଟାଗଲା ଉତ୍ତାରେ ସେହି ବିଳମ୍ବରେ ଉତ୍ପନ୍ନ ତୃଣ ବଢ଼ୁଥିଲା।