Amos 7:10 — Compare Translations
5 translations compared side by side
Odia - 1840
"ବୈଥଲରେ ଯାଜକ ଅମତ୍ସିଯ ଏହି ବାର୍ତ୍ତା ଇଶ୍ରାୟେଲର ରାଜା ୟାରବିଯାମଙ୍କୁ ପଠାଇଲେ, ଆମାଷେ ତୁମ୍ଭ ବିରୁଦ୍ଧ ରେ ଇଶ୍ରାୟେଲୀୟମାନଙ୍କ ମଧିଅରେ ଚକ୍ରାନ୍ତ କରୁଛନ୍ତି। ସେ ଏତେ ଅଧିକ କହୁଛନ୍ତି ଯେ ଦେଶ ତାହା ସହି ପାରୁନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ବୈଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, ଇସ୍ରାଏଲ-ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରା; କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍ସିୟ ଆମୋଷଙ୍କୁ ନିବୃତ୍ତ କରିବାକୁ ଚେଷ୍ଟା କରନ୍ତି ବୈଥେଲ୍ର ଯାଜକ ଅମତ୍ସିୟ ଏହି ବାର୍ତ୍ତା ଇସ୍ରାଏଲର ରାଜା ଯାରବିୟାମଙ୍କୁ ପଠାଇଲେ, “ଆମୋଷ ତୁମ୍ଭ ବିରୁଦ୍ଧରେ ଇସ୍ରାଏଲୀୟମାନଙ୍କ ମଧ୍ୟରେ ଚକ୍ରାନ୍ତ କରୁଛନ୍ତି। ସେ ଏତେ ଅଧିକ କହୁଛନ୍ତି ଯେ ଦେଶ ତାହା ସହି ପାରୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ବେଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ବେଥେଲ୍ର ଯାଜକ ଅମତ୍ସୀୟ ଇସ୍ରାଏଲର ରାଜା ଯାରବୀୟାମଙ୍କ ନିକଟକୁ ଏହି କଥା କହି ପଠାଇଲା, “ଇସ୍ରାଏଲ ବଂଶ ମଧ୍ୟରେ ଆମୋଷ ଆପଣଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଅଛନ୍ତି; ଦେଶ ତାଙ୍କର ବାକ୍ୟସବୁ ସହି ପାରୁ ନାହିଁ।”