Amos 7:11 — Compare Translations
5 translations compared side by side
Odia - 1840
"ଆମାଷେ କହୁଛନ୍ତି, 'ୟାରବିଯାମ୍ ଖଡ୍ଗ ରେ ନିହତ ହବେେ ଏବଂ ଇଶ୍ରାୟେଲର ଲୋକମାନଙ୍କୁ ଦେଶ ବାହାରକୁ ବନ୍ଦୀରୂପେ ନିଆୟିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମୋଷ ଏରୂପ କହୁଅଛନ୍ତି, ଯାରବୀୟାମ ଖଡ଼୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋଷ କହୁଛନ୍ତି, ‘ଯାରବିୟାମ୍ ଖଡ଼୍ଗରେ ନିହତ ହେବେ ଏବଂ ଇସ୍ରାଏଲର ଲୋକମାନଙ୍କୁ ଦେଶ ବାହାରକୁ ବନ୍ଦୀରୂପେ ନିଆଯିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମୋଷ ଏରୂପ କହୁଅଛନ୍ତି, ‘ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।’”
Odia IRV 2017 (ଓଡିଆ ବାଇବେଲ)
କାରଣ ଆମୋଷ ଏରୂପ କହୁଅଛନ୍ତି, “ଯାରବୀୟାମ ଖଡ୍ଗରେ ହତ ହେବ ଓ ଇସ୍ରାଏଲ ନିଶ୍ଚୟ ଆପଣା ନିଜ ଦେଶରୁ ନିର୍ବାସିତ ହେବ।”