Amos 7:12 — Compare Translations
5 translations compared side by side
Odia - 1840
"ଅମତସିଯ ମଧ୍ଯ ଆମାଷେକୁ କହିଥିଲେ, ହେ ଦର୍ଶକ ଯିହୁଦାକୁ ୟାଅ ଓ ସଠାେ ରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia Bible ERV 2004 (ପବିତ୍ର ବାଇବଲ)
ଅମତ୍ସିୟ ମଧ୍ୟ ଆମୋଷକୁ କହିଥିଲେ, “ହେ ଦର୍ଶକ ଯିହୁଦାକୁ ଯାଅ ଓ ସେଠାରେ ରୋଟୀ ଉପାର୍ଜନ କର ଏବଂ ତୁମ୍ଭର ଉପଦେଶ ପ୍ରଗ୍ଭର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;