Amos 7:13 — Compare Translations
5 translations compared side by side
Odia - 1840
"କିନ୍ତୁ ଆଉ ବୈଥଲେ ରେ ପ୍ରଗ୍ଭର କରନାହିଁ। ଏହା ୟାରବିଯାମ୍ଙ୍କ ପବିତ୍ର ସ୍ଥାନ। ଏହା ଇଶ୍ରାୟେଲର ମନ୍ଦିର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବୈଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ କାରଣ ତାହା ରାଜାଙ୍କର ଧର୍ମଧାମ ଓ ତାହା ରାଜକୀୟ ଗୃହ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆଉ ବୈଥେଲ୍ରେ ପ୍ରଗ୍ଭର କର ନାହିଁ। ଏହା ଯାରବିୟାମ୍ଙ୍କ ପବିତ୍ର ସ୍ଥାନ। ଏହା ଇସ୍ରାଏଲର ମନ୍ଦିର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବେଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବେଥେଲ୍ରେ ପୁନର୍ବାର ଆଉ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; କାରଣ ତାହା ରାଜାଙ୍କର ପବିତ୍ର ସ୍ଥାନ ଓ ତାହା ରାଜକୀୟ ଗୃହ ଅଟେ।”