Amos 7:14 — Compare Translations
5 translations compared side by side
Odia - 1840
"ତା'ପ ରେ ଆମାଷେ ଅମତ୍ସିଯଙ୍କୁ ଉତ୍ତର ଦେଲେ, ମୁଁ ଜଣେ ପଷୋଦାର ଭବିଷ୍ଯତବକ୍ତା ନୁହେଁ। ଆଉ ମଧ୍ଯ ମୁଁ ଭବିଷ୍ଯତବକ୍ତାର ପରିବାରରୁ ଆସିନାହିଁ। ମୁଁ କବଳେ ମଷେପାଳନ କରେ ଓ ଡିମିରି ବୃକ୍ଷର ଯତ୍ନ ନିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାର ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମିରି ବୃକ୍ଷର କୃଷକ ଥିଲିନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମୋଷ ଅମତ୍ସିୟଙ୍କୁ ଉତ୍ତର ଦେଲେ, “ମୁଁ ଜଣେ ପେଷାଦାର ଭବିଷ୍ୟଦ୍ବକ୍ତା ନୁହେଁ। ଆଉ ମଧ୍ୟ ମୁଁ ଭବିଷ୍ୟଦ୍ବକ୍ତାର ପରିବାରରୁ ଆସିନାହିଁ। ମୁଁ କେବଳ ମେଷପାଳନ କରେ ଓ ଡିମ୍ବିରି ବୃକ୍ଷର ଯତ୍ନ ନିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟକୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;