Amos 7:15 — Compare Translations

5 translations compared side by side

Odia - 1840
"ମୁଁ ଜଣେ ମଷେପାଳକ ଥିଲି ଓ ସଦାପ୍ରଭୁ ମାେତେ ଆଣି କହିଲେ, 'ୟାଅ ଓ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଭବିଷ୍ଯତବାଣୀ ପ୍ରଗ୍ଭର କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଣେ ମେଷପାଳକ ଥିଲି ଓ ସଦାପ୍ରଭୁ ମୋତେ ଆଣି କହିଲେ, ‘ଯାଅ ଓ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ‘ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ପଲର ପଶ୍ଚାଦ୍‍ଗମନରୁ ମୋତେ ନେଲେ ଓ ସଦାପ୍ରଭୁ ମୋତେ କହିଲେ, ଯାଅ, ଆମ୍ଭର ଇସ୍ରାଏଲ ଲୋକ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।”