Amos 7:16 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମାେତେ କହୁଛ, 'ଇଶ୍ରାୟେଲ ବିରୁଦ୍ଧ ରେ ଭବିଷ୍ଯତ ବାକ୍ଯ ପ୍ରଗ୍ଭର କରନାହିଁ। ଇସ୍ହାକ ପରିବାର ବିରୁଦ୍ଧ ରେ ମଧ୍ଯ ପ୍ରଗ୍ଭର କରନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‍ହାକ-ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ: ଣ ଯିହି. ୨୧:୨
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ତୁମ୍ଭେ ମୋତେ କହୁଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟତବାକ୍ୟ ପ୍ରଗ୍ଭର କର ନାହିଁ। ଇ‌‌ସ୍‌‌ହାକ ପରିବାର ବିରୁଦ୍ଧରେ ମଧ୍ୟ ପ୍ରଗ୍ଭର କର ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‌ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଏବେ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ତୁମ୍ଭେ କହୁଅଛ, ‘ଇସ୍ରାଏଲ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ନାହିଁ ଓ ଇସ୍‍ହାକ ବଂଶ ବିରୁଦ୍ଧରେ ତୁମ୍ଭର ବାକ୍ୟ ବର୍ଷାଅ ନାହିଁ।’