Amos 7:17 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ କୁହନ୍ତି, 'ତୁମ୍ଭର ସ୍ତ୍ରୀ ନଗର ମଧିଅରେ ଜଣେ ଗଣିକା ହବେ। ତୁମ୍ଭର ପୁତ୍ରକନ୍ଯାଗଣ ଖଡ୍ଗ ରେ ନିହତ ହବେେ। ଅନ୍ୟ ଲୋକମାନଙ୍କୁ ତୁମ୍ଭ ରାଜ୍ଯରୁ ନିଆୟିବ ଏବଂ ସମାନଙ୍କେ ନିଜ ନିଜ ମଧିଅରେ ବିଭାଗ କରାୟିବ। ଆଉ ମଧ୍ଯ ତୁମ୍ଭେ ବିଦେଶ ରେ ମୃତ୍ଯୁବରଣ କରିବ। ଇଶ୍ରାୟେଲର ଲୋକମାନେ ନିଶ୍ଚିତ ଏଦେଶରୁ ବନ୍ଦୀରୂପେ ବିତାଡିତ ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ଼୍‍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ରଜ୍ଜୁ ଦ୍ଵାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ କୁହନ୍ତି, ‘ତୁମ୍ଭର ସ୍ତ୍ରୀ ନଗର ମଧ୍ୟରେ ଜଣେ ଗଣିକା ହେବ। ତୁମ୍ଭର ପୁତ୍ରକନ୍ୟାଗଣ ‌‌ଖ‌ଡ଼୍‌ଗରେ ନିହତ ହେବେ। ଅନ୍ୟ ଲୋକମାନଙ୍କୁ ତୁମ୍ଭ ରାଜ୍ୟରୁ ନିଆଯିବ ଏବଂ ସେମାନଙ୍କ ନିଜ ନିଜ ମଧ୍ୟରେ ବିଭାଗ କରାଯିବ। ଆଉ ମଧ୍ୟ ତୁମ୍ଭେ ବିଦେଶରେ ମୃତ୍ୟୁବରଣ କରିବ। ଇସ୍ରାଏଲର ଲୋକମାନେ ନିଶ୍ଚିତ ଏଦେଶରୁ ବନ୍ଦୀରୂପେ ବିତାଡ଼ିତ ହେବେ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।”