Amos 7:2 — Compare Translations
5 translations compared side by side
Odia - 1840
"ପଙ୍ଗପାଳ ଦଳ ରାଜ୍ଯର ସମସ୍ତ ତୃଣ ଖାଇଗଲେ। ତା'ପ ରେ ମୁଁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କବେେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳ ଦଳ ରାଜ୍ୟର ସମସ୍ତ ତୃଣ ଖାଇଗଲେ। ତା’ପରେ ମୁଁ କହିଲି, “ହେ ମୋର ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କେବେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ପଙ୍ଗପାଳମାନେ ଦେଶର ତୃଣ ଖାଇବାର ଶେଷ କଲା ଉତ୍ତାରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭକୁ ବିନୟ କରୁଅଛି, କ୍ଷମା କର! ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”