Amos 7:3 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ତାଙ୍କର ମନ ପରିବର୍ତ୍ତନ କଲେ ଏବଂ କହିଲେ, ଏହା ଘଟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ଏହା ହେବ ନାହିଁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ତାଙ୍କର ମନ ପରିବର୍ତ୍ତନ କଲେ ଏବଂ କହିଲେ, “ଏହା ଘଟିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; “ଏହା ହେବ ନାହିଁ,” ଏହା ସଦାପ୍ରଭୁ କହନ୍ତି।