Amos 7:4 — Compare Translations
5 translations compared side by side
Odia - 1840
"ମାରେପ୍ରଭୁ ସଦାପ୍ରଭୁ ମାେତେ ଏହିସବୁ ଦଖାଇେଲେ। ମୁଁ ଦେଖିଲି ପ୍ରଭୁ ସଦାପ୍ରଭୁ ବିଗ୍ଭର ପାଇଁ ଅଗ୍ନିକୁ ଡକାଇଲେ। ସହେି ଅଗ୍ନି ମହାସାଗରକୁ ଧ୍ବଂସ କଲା। ସେ ପୃଥିବୀକୁ ମଧ୍ଯ ଶଷେ କରିବାକୁ ଆରମ୍ଭ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ଵାରା ବିବାଦ କରିବା ପାଇଁ ଆହ୍ଵାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
ଅଗ୍ନିର ଦର୍ଶନ ମୋର ପ୍ରଭୁ ସଦାପ୍ରଭୁ ମୋତେ ଏହିସବୁ ଦେଖାଇଲେ। ମୁଁ ଦେଖିଲି ପ୍ରଭୁ ସଦାପ୍ରଭୁ ବିଗ୍ଭର ପାଇଁ ଅଗ୍ନିକୁ ଡକାଇଲେ। ସେହି ଅଗ୍ନି ମହାସାଗରକୁ ଧ୍ୱଂସ କଲା। ସେ ପୃଥିବୀକୁ ମଧ୍ୟ ଶେଷ କରିବାକୁ ଆରମ୍ଭ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥାʼନ୍ତା।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସଦାପ୍ରଭୁ ମୋତେ ଏହିରୂପେ ଦେଖାଇଲେ; ଆଉ ଦେଖ, ପ୍ରଭୁ ସଦାପ୍ରଭୁ ଅଗ୍ନି ଦ୍ୱାରା ବିବାଦ କରିବା ପାଇଁ ଆହ୍ୱାନ କଲେ; ତହିଁରେ ତାହା ମହାସାଗରକୁ ଗ୍ରାସ କଲା, ଆଉ ଭୂମିକୁ ଗ୍ରାସ କରିଥା’ନ୍ତା।