Amos 7:5 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ପ୍ରାର୍ଥନା କଲି ଓ କହିଲି, ହେ ମାରେ ସଦାପ୍ରଭୁ ପରମେଶ୍ବର, ମୁଁ ପ୍ରାର୍ଥନା କରୁଛି ବନ୍ଦ କର। ଯାକୁବ ବଞ୍ଚିବ ନାହିଁ। ସେ ଅତି କ୍ଷୁଦ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ମୁଁ କହିଲି, ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷା; ହୁଅ; ଯାକୁବ କିରୂପେ ଠିଆ ହେବ? କାରଣ ସେ ସାନ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ପ୍ରାର୍ଥନା କଲି ଓ କହିଲି, “ହେ ମୋର ସଦାପ୍ରଭୁ ପରମେଶ୍ୱର, ମୁଁ ପ୍ରାର୍ଥନା କରୁଛି ବନ୍ଦ କର। ଯାକୁବ ବଞ୍ଚିବ ନାହିଁ। ସେ ଅତି କ୍ଷୁଦ୍ର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ବିନୟ କରେ, କ୍ଷାନ୍ତ ହୁଅ; ଯାକୁବ କିପରି ଠିଆ ହେବ? କାରଣ ସେ ସାନ।”