Amos 7:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ କହିଲେ, ହେ ଆମାଷେ କ'ଣ ଦେଖୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ମୋତେ ପଚାରିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗୋଟିଏ ଓଳମ । ତେବେ ପ୍ରଭୁ କହିଲେ, ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲର ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ କହିଲେ, “ହେ ଆମୋଷ କ’ଣ ଦେଖୁଛ?” ମୁଁ ଉତ୍ତରରେ କହିଲି, “ତାହା ଏକ ଓଳମ।” ତା’ପରେ ମୋର ପ୍ରଭୁ କହିଲେ, “ଦେଖ, ଆମ୍ଭେ ଇସ୍ରାଏଲର ଆପଣା ଲୋକମାନଙ୍କ ମଧ୍ୟରେ ଏକ ଓଳମ ରଖିବା। ଆମ୍ଭେ ସେମାନଙ୍କର ‘କୁକର୍ମ ସବୁକୁ’ ହେୟଜ୍ଞାନ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ମୋତେ ପଚାରିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଗୋଟିଏ ଓଳମ।” ତେବେ ପ୍ରଭୁ କହିଲେ, “ଦେଖ, ଆମ୍ଭେ ଆପଣା ଲୋକ ଇସ୍ରାଏଲ ମଧ୍ୟରେ ଓଳମ ପକାଇବା; ଆମ୍ଭେ ପୁନର୍ବାର ଆଉ ସେମାନଙ୍କୁ ଛାଡ଼ି ଯିବା ନାହିଁ;
Odia IRV 2017 (ଓଡିଆ ବାଇବେଲ)