Amos 7:9 — Compare Translations

5 translations compared side by side

Odia - 1840
"ଇସ୍ହାକର ଉଚ୍ଚସ୍ଥାନ ଧ୍ବଂସ ହବେ। ଇଶ୍ରାୟେଲର ପବିତ୍ର ସ୍ଥାନଗୁଡିକ ପଥର ରେ ପରିଣତ ହବେ। ଆମ୍ଭେ ଖଡ୍ଗ ଦ୍ବାରା ୟାରବିଯାମର ପରିବାରକୁ ଆକ୍ରମଣ କରିବା ଏବଂ ସମାନଙ୍କେୁ ହତ୍ଯା କରିବା। "
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍‍ହାକର ଉଚ୍ଚସ୍ଥଳୀସକଳ ଧ୍ଵଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ଉତ୍ସନ୍ନ ହେବ; ଆଉ ଆମ୍ଭେ ଖଡ଼୍‍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା ।
Odia Bible ERV 2004 (ପବିତ୍ର ବାଇବଲ)
ଇ‌‌ସ୍‌‌ହାକର ଉଚ୍ଚସ୍ଥାନ ଧ୍ୱଂସ ହେବ। ଇସ୍ରାଏଲର ପବିତ୍ର ସ୍ଥାନଗୁଡ଼ିକ ପଥରରେ ପରିଣତ ହେବ। ଆମ୍ଭେ ‌‌ଖ‌ଡ଼୍‌ଗ ଦ୍ୱାରା ଯାରବିୟାମର ପରିବାରକୁ ଆକ୍ରମଣ କରିବା ଏବଂ ସେମାନଙ୍କୁ ହତ୍ୟା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍‌ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍‍ହାକର ଉଚ୍ଚସ୍ଥଳୀସକଳ ଧ୍ୱଂସିତ ହେବ ଓ ଇସ୍ରାଏଲର ଧର୍ମଧାମସକଳ ବିନଷ୍ଟ ହେବ; ଆଉ ଆମ୍ଭେ ଖଡ୍ଗ ଘେନି ଯାରବୀୟାମର ବଂଶ ବିରୁଦ୍ଧରେ ଉଠିବା।”