Amos 8:10 — Compare Translations

5 translations compared side by side

Odia - 1840
"ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସ ରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପ ରେ ପରିଣତ ହବେ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ଯୁ ରେ ଯେପରି ଆକୁଳ କ୍ରନ୍ଦନ କରାୟାଏ ସହେିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେ ଶୋକକୁ ଅଦ୍ଵିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟିଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”