Amos 8:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବାକ୍ୟ ପାଇଁ କ୍ଷୁଧାର ଏକ ଭୟଙ୍କର ସମୟ ଆସୁଛି ସଦାପ୍ରଭୁ କୁହନ୍ତି: “ଦେଖ, ସେହି ଦିନ ଆସୁଛି, ଯେଉଁ ଦିନ ଆମ୍ଭେ ଏ ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା। ତାହା କ୍ଷୁଧା ଓ ତୃଷାର ଦୁର୍ଭିକ୍ଷ ନୁହେଁ। ମାତ୍ର ତାହା ସଦାପ୍ରଭୁଙ୍କର ବାକ୍ୟର ଦୁର୍ଭିକ୍ଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।