Amos 8:12 — Compare Translations

5 translations compared side by side

Odia - 1840
"ଲୋକମାନେ ଗୋଟିଏ ସମୁଦ୍ରରୁ ଅନ୍ୟ ଗୋଟିଏ ସମୁଦ୍ର ପର୍ୟ୍ଯନ୍ତ ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ। ସମାନେେ ସଦାପ୍ରଭୁଙ୍କର ବାର୍ତ୍ତା ଏଣତେଣେେ ଖାଜେି ବୁଲିବେ, ମାତ୍ର ତାହା ପାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବ ଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଗୋଟିଏ ସମୁଦ୍ରରୁ ଅନ୍ୟ ଗୋଟିଏ ସମୁଦ୍ର ପର୍ଯ୍ୟନ୍ତ ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ। ସେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଏଣେତେଣେ ଖୋଜି ବୁଲିବେ, ମାତ୍ର ତାହା ପାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ଏକ ସମୁଦ୍ର ଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବ ଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।