Amos 8:13 — Compare Translations

5 translations compared side by side

Odia - 1840
"ସେତବେେଳେ ସୁନ୍ଦର ୟୁବକଗଣ ଓ ସୁନ୍ଦରୀ ରମଣୀମାନେ ତୃଷା ରେ ଦୁର୍ବଳ ହାଇେ ପଡିବେ। ଶମରିଯାର ପାପ ପାଇଁ ସମାନେେ ଶପଥ ନଇେ କହିବେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସୁନ୍ଦର ଯୁବକଗଣ ଓ ସୁନ୍ଦରୀ ରମଣୀମାନେ ତୃଷାରେ ଦୁର୍ବଳ ହୋଇ ପଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।