Amos 8:14 — Compare Translations
5 translations compared side by side
Odia - 1840
"ହେ ଦାନ୍ ଯେପରି ତୁମ୍ଭର ପରମେଶ୍ବର ନିଶ୍ଚିତ ଜୀବିତ' ଓ 'ବେର୍ଶବୋର ପ୍ରଭୁ ନିଶ୍ଚିତ ଜୀବିତ, ସମାନଙ୍କେର ନିଶ୍ଚିତ ପତନ ଘଟିବ ଓ ସମାନେେ କବେେ ଉଠି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ପଥ ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶମରିୟାର ପାପ ପାଇଁ ସେମାନେ ଶପଥ ନେଇ କହିବେ, ‘ହେ ଦାନ୍ ଯେପରି ତୁମ୍ଭର ପରମେଶ୍ୱର ନିଶ୍ଚିତ ଜୀବିତ’ ଓ ‘ବେର୍ଶେବାର ପ୍ରଭୁ ନିଶ୍ଚିତ ଜୀବିତ, ସେମାନଙ୍କର ନିଶ୍ଚିତ ପତନ ଘଟିବ ଓ ସେମାନେ କେବେ ଉଠି ପାରିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ‘ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ’ ଓ ବେର୍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”