Amos 8:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ ପଚାରିଲେ, ହେ ଆମାଷେ, ତୁମ୍ଭେ କ'ଣ ଦେଖୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ କହିଲେ, ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ଗ୍ରୀଷ୍ମକାଳୀନ ଏକ ଡାଲା ଫଳ । ତେବେ ସଦାପ୍ରଭୁ ମୋତେ କହିଲେ, ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋତେ ପଗ୍ଭରିଲେ, “ହେ ଆମୋଷ, ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ଏକଡାଲା ଗ୍ରୀଷ୍ମକାଳୀନ ଫଳ ଦେଖୁଛି।” ତା’ପରେ ସଦାପ୍ରଭୁ କହିଲେ, “ଆମ୍ଭର ଇସ୍ରାଏଲ ଲୋକମାନଙ୍କ ପାଇଁ ଶେଷ ସମୟ ଆସିଛି। ଆମ୍ଭେ ଏଣିକି ସେମାନଙ୍କର ପାପଗୁଡ଼ିକ ଦେଖି ପାରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମକାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।